Genesis 12:17 — Compare Translations
5 translations compared side by side
Odia - 1840
"ମାତ୍ର ସଦାପ୍ରଭୁ ଫାରୋ ଏବଂ ତାଙ୍କ ପରିବାର ପ୍ରତି ଭୟଙ୍କର ମହାମାରୀ ଦ୍ବାରା ଶାସ୍ତି ବିଧାନ କଲେ, ଅବ୍ରାମଙ୍କ ସ୍ତ୍ରୀ ସାରୀଙ୍କ କାରଣରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ହେତୁରୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ଭାରୀ ଭାରୀ ଉତ୍ପାତ ଘଟାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ ଫାରୋ ଏବଂ ତାଙ୍କ ପରିବାର ପ୍ରତି ଭୟଙ୍କର ମହାମାରୀ ଦ୍ୱାରା ଶାସ୍ତି ବିଧାନ କଲେ, ଅବ୍ରାମଙ୍କ ସ୍ତ୍ରୀ ସାରୀଙ୍କ କାରଣରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ସକାଶୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ମହାମାରୀ ଘଟାଇଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ସକାଶୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ମହାମାରୀ ଘଟାଇଲେ।