Genesis 12:18 — Compare Translations
5 translations compared side by side
Odia - 1840
"ତେଣୁ ଫାରୋ ଅବ୍ରାମଙ୍କୁ ଡ଼ାକି କହିଲେ, ତୁମ୍ଭେ କାହିଁକି ମାେ ପ୍ରତି ଏପରି ମନ୍ଦ ଆଚ଼ରଣ କଲ? ସାରୀ ତୁମ୍ଭର ସ୍ତ୍ରୀ ବୋଲି ତୁମ୍ଭେ କହି ନଥିଲ! କାହିଁକି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ କାହିଁକି ମୋ’ ପ୍ରତି ଏପରି ମନ୍ଦ ଆଚରଣ କଲ? ସାରୀ ତୁମ୍ଭର ସ୍ତ୍ରୀ ବୋଲି ତୁମ୍ଭେ କହି ନ ଥିଲ କାହିଁକି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ?
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ?