Genesis 12:19 — Compare Translations

5 translations compared side by side

Odia - 1840
"ତୁମ୍ଭେ କହିଲ ଯେ, ' ସେ ତୁମ୍ଭର ଭଉଣୀ ଥିଲା।' ତୁମ୍ଭେ ଏପରି କାହିଁକି କଲ? ମୁଁ ତାଙ୍କୁ ମାରେ ସ୍ତ୍ରୀ କରି ବିବାହ କରିବାକୁ ଆଣିଲି। କିନ୍ତୁ ମୁଁ ବର୍ତ୍ତମାନ ତାକୁ ଫରୋଇ ଦେଉଛି। ତାଙ୍କୁ ଗ୍ରହଣ କର ଓ ଏଠାରୁ ଫରେିୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଆମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କହିଲ ଯେ, ‘ସେ ତୁମ୍ଭର ଭଉଣୀ ଥିଲା।’ ତୁମ୍ଭେ ଏପରି କାହିଁକି କଲ? ମୁଁ ତାଙ୍କୁ ମୋର ସ୍ତ୍ରୀ କରି ବିବାହ କରିବାକୁ ଆଣିଲି। କିନ୍ତୁ ମୁଁ ବର୍ତ୍ତମାନ ତାକୁ ଫେରାଇ ଦେଉଛି। ତାଙ୍କୁ ଗ୍ରହଣ କର ଓ ଏଠାରୁ ଫେରିଯାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏ କଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଆମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।”
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଅାମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।”