Genesis 12:2 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଂକତେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଙ୍କେତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।