Genesis 12:20 — Compare Translations

5 translations compared side by side

Odia - 1840
"ଫାରୋ ତାଙ୍କର ଲୋକମାନଙ୍କୁ ମିଶରରୁ ତଡ଼ି ଦବୋ ପାଇଁ ଅବ୍ରାମଙ୍କୁ ନିର୍ଦ୍ଦେଶ ଦେଲେ। ତେଣୁ ଅବ୍ରାମ ଓ ତାଙ୍କର ସ୍ତ୍ରୀ ଏବଂ ସମସ୍ତ ଦ୍ରବ୍ଯ ଧରି ସହେି ସ୍ଥାନ ପରିତ୍ଯାଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଫାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଞା ଦେଲେ, ଆଉ ସେମାନେ ସର୍ବସ୍ଵ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରାମଙ୍କୁ ମିଶରରୁ ତଡ଼ି ଦେବା ପାଇଁ ଫାରୋ ତାଙ୍କର ଲୋକମାନଙ୍କୁ ନିର୍ଦ୍ଦେଶ ଦେଲେ। ତେଣୁ ଅବ୍ରାମ ଓ ତାଙ୍କର ସ୍ତ୍ରୀ ସମସ୍ତ ଦ୍ରବ୍ୟ ଧରି ସେହି ସ୍ଥାନ ପରିତ୍ୟାଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଫାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଞା ଦେଲେ, ଆଉ ସେମାନେ ସର୍ବସ୍ୱ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଫାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଞା ଦେଲେ, ଆଉ ସେମାନେ ସର୍ବସ୍ୱ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ।