Genesis 12:3 — Compare Translations
5 translations compared side by side
Odia - 1840
"ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସମାନଙ୍କେୁ ଆଶୀର୍ବାଦ କରିବି। ଏବଂ ୟିଏ ତୁମ୍ଭକୁ ଅଭିଶାପ ଦବେ ମୁଁ ସମାନଙ୍କେୁ ଅଭିଶାପ ଦବେି। ତୁମ୍ଭ ଠାରୁ ପୃଥିବୀର ସବୁବଂଶ ଆଶୀର୍ବାଦ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସେମାନଙ୍କୁ ଆଶୀର୍ବାଦ କରିବି। ଏବଂ ଯିଏ ତୁମ୍ଭକୁ ଅଭିଶାପ ଦେବ ମୁଁ ସେମାନଙ୍କୁ ଅଭିଶାପ ଦେବି। ତୁମ୍ଭଠାରୁ ପୃଥିବୀର ସବୁବଂଶ ଆଶୀର୍ବାଦ ପାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”