Genesis 12:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ବାକ୍ଯାନୁସା ରେ ଅବ୍ରାମ ହାରୋଣକୁ ପରିତ୍ଯାଗ କଲେ ଏବଂ ଲୋଟ ମଧ୍ଯ ତାଙ୍କ ସଙ୍ଗ ରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବଯସ ପଞ୍ଚସ୍ତରି ବର୍ଷ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରାମଙ୍କର କିଣାନ ଯାତ୍ରା ସଦାପ୍ରଭୁଙ୍କର ବାକ୍ୟାନୁସାରେ ଅବ୍ରାମ ହାରୋଣକୁ ପରିତ୍ୟାଗ କଲେ ଏବଂ ଲୋଟ ମଧ୍ୟ ତାଙ୍କ ସଙ୍ଗରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚୋସ୍ତରି ବର୍ଷ ହୋଇଥିଲା।