Genesis 12:5 — Compare Translations
5 translations compared side by side
Odia - 1840
"ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠା ରେ ଆପଣାମାନଙ୍କ ସଂଚ଼ିତ ଧନ ଏବଂ ଲବ୍ଧ ପ୍ରାଣୀମାନଙ୍କୁ ଘନେି କିଣାନ ଦେଶକୁ ୟାତ୍ରା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ଲବ୍ଧ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଏବଂ ଲବ୍ଧ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶକୁ ଯାତ୍ରା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।