Genesis 12:6 — Compare Translations

5 translations compared side by side

Odia - 1840
"ଅବ୍ରାମ ସହେି ଦେଶ ମଧ୍ଯ ଦଇେ ଗଲେ, ଶିଖିମ ରେ ପହଞ୍ଚିବା ପର୍ୟ୍ଯନ୍ତ, ମାରେିର ଆଲୋନ୍ ବୃକ୍ଷମୂଳ ରେ ରହିଲେ। ସହେି ସମୟରେ କିଣାନୀଯମାନେ ସହେି ସ୍ଥାନ ରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ଉତ୍ତରିଲେ । ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରାମ ସେହି ଦେଶ ମଧ୍ୟଦେଇ ଗଲେ, ଶିଖିମରେ ପହଞ୍ଚିବା ପର୍ଯ୍ୟନ୍ତ, ମୋରିର ଅଲୋନବୃକ୍ଷମୂଳରେ ରହିଲେ। ସେହି ସମୟରେ କିଣାନୀୟମାନେ ସେହି ସ୍ଥାନରେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ପହଞ୍ଚିଲେ। ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ପହଞ୍ଚିଲେ। ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ।