Genesis 12:7 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଅବ୍ରାମକୁ ଦର୍ଶନ ଦେଲେ ଏବଂ କହିଲେ, ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦେବି।” ସଦାପ୍ରଭୁ ଅବ୍ରାମଙ୍କୁ ଯେଉଁ ସ୍ଥାନରେ ଦର୍ଶନ ଦେଇଥିଲେ। ଅବ୍ରାମ ସେହିଠାରେ ସଦାପ୍ରଭୁଙ୍କର ଉପାସନା ପାଇଁ ଏକ ଯଜ୍ଞବେଦି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା;” ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।