Genesis 12:8 — Compare Translations

5 translations compared side by side

Odia - 1840
"ଏହାପରେ ଅବ୍ରାମ ସହେି ସ୍ଥାନ ଛାଡ଼ି ବୈଥଲରେ ପୂର୍ବ ଆଡ଼େ ପର୍ବତକୁ ୟାଇ ନିଜର ତମ୍ବୁ ସ୍ଥାପଲ କଲେ। ସଠାେରେ ପଶ୍ଚିମ ରେ ବୈଥେଲ୍ ଓ ପୂର୍ବ ଦିଗ ରେ ଅଯ ନଗର ଥିଲା। ଏବଂ ସହେିଠା ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ନିର୍ମାଣ କରି ସଦାପ୍ରଭୁଙ୍କ ନାମ ରେ ପ୍ରାର୍ଥନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରୁ ସେ ସେହି ସ୍ଥାନ ଛାଡ଼ି ବୈଥେଲର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ଵୁ ଠିଆ କଲେ; ତହିଁର ପଶ୍ଚିମରେ ବୈଥେଲ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବ୍ରାମ ସେହି ସ୍ଥାନ ଛାଡ଼ି ବୈଥେ‌ଲ୍‌ର ପୂର୍ବଆଡ଼େ ପର୍ବତକୁ ଯାଇ ନିଜର ତମ୍ବୁ ସ୍ଥାପନ କଲେ। ସେଠାରେ ପଶ୍ଚିମରେ ବୈଥେଲ୍ ଓ ପୂର୍ବ ଦିଗରେ ଅୟ ନଗର ଥିଲା। ଏବଂ ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍‍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
Odia IRV 2017 (ଓଡିଆ ବାଇବେଲ)