Genesis 12:9 — Compare Translations
5 translations compared side by side
Odia - 1840
"ଏହାପରେ ଅବ୍ରାମ ଭ୍ରମଣ କରୁକରୁ ଦକ୍ଷିଣ ଦିଗକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ଅବ୍ରାମ ଭ୍ରମଣ କରୁ କରୁ ଆହୁରି ଦକ୍ଷିଣ ଦିଗକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବ୍ରାମ ଭ୍ରମଣ କରୁ କରୁ ଦକ୍ଷିଣ ଦିଗକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ଅବ୍ରାମ ଭ୍ରମଣ କରୁ କରୁ ଆହୁରି ଦକ୍ଷିଣ ଦିଗକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ଅବ୍ରାମ ଭ୍ରମଣ କରୁ କରୁ ଆହୁରି ଦକ୍ଷିଣ ଦିଗକୁ ଗଲେ।