Genesis 13:1 — Compare Translations

5 translations compared side by side

Odia - 1840
"ତେଣୁ ଅବ୍ରାମ ମିଶର ପରିତ୍ଯାଗ କଲେ। ସେ ତାଙ୍କର ସ୍ତ୍ରୀ ଓ ତାଙ୍କର ସବୁ ନିଜର ସମସ୍ତ ଜିନିଷଧରି ଲୋଟ ସହିତ ନଗେଭେକୁ ୟାତ୍ରା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରାମଙ୍କର କିଣାନକୁ ପ୍ରତ୍ୟାବର୍ତ୍ତନ ତେଣୁ ଅବ୍ରାମ ମିଶର ପରିତ୍ୟାଗ କଲେ। ସେ ତାଙ୍କର ସ୍ତ୍ରୀ ଓ ତାଙ୍କର ସବୁ ନିଜର ସମସ୍ତ ଜିନିଷ ଧରି ଲୋଟ ସହିତ ନେଗେଭକୁ ଯାତ୍ରା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରାମ ଆପଣାର ଭାର୍ଯ୍ୟା ଓ ସବୁ ସମ୍ପତ୍ତି ଘେନି ଲୋଟ ସହିତ ମିସର ଦେଶରୁ ବାହାରି ଦକ୍ଷିଣାଞ୍ଚଳକୁ ଯାତ୍ରା କଲେ।