Genesis 13:10 — Compare Translations
5 translations compared side by side
Odia - 1840
"ଲୋଟ ୟର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସଠାେରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହ ମାରୋକୁ ଧ୍ବଂସ କରିବା ପୂର୍ବରୁ ଏହାଥିଲା। ସହେି ସମୟରେ ୟର୍ଦ୍ଦନ ଉପତ୍ୟକା ସୋଯର ପର୍ୟ୍ଯନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ଵାରା ବିନଷ୍ଟ ହୋଇ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲୋଟ ଯର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସେଠାରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହମୋରାକୁ ଧ୍ୱଂସ କରିବା ପୂର୍ବରୁ ଏହା ଥିଲା। ସେହି ସମୟରେ ଯର୍ଦ୍ଦନ ଉପତ୍ୟକା ସୋୟର ପର୍ଯ୍ୟନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।