Genesis 13:11 — Compare Translations
5 translations compared side by side
Odia - 1840
"ତେଣୁ ଲୋଟ ୟର୍ଦ୍ଦନ ଉପତ୍ୟକାକୁ ବାଛିଲେ। ଏହି ଦୁଇଲୋକ ଅଲଗା ହାଇଗେଲେ ଓ ଲୋଟ ପୂର୍ବଦିଗକୁ ୟାତ୍ରା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁକରି ଲୋଟ ଆପଣା ପାଇଁ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲୋଟ ଯର୍ଦ୍ଦନ ଉପତ୍ୟକାକୁ ବାଛିଲେ। ଏହି ଦୁଇ ଲୋକ ଅଲଗା ହୋଇଗଲେ ଓ ଲୋଟ ପୂର୍ବଦିଗକୁ ଯାତ୍ରା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ୍ ହେଲେ।