Genesis 13:12 — Compare Translations

5 translations compared side by side

Odia - 1840
"ଅବ୍ରାମ କିଣାନୀଯଙ୍କ ଦେଶ ରେ ରହିଲେ ଏବଂ ଲୋଟ ଉପତ୍ୟକା ନଗରୀ ରେ ବାସ କଲେ। ଲୋଟ ଅଧିକରୁ ଅଧିକ ସଦୋମ ପାଖକୁ ତାଙ୍କର ଛାଉଣୀକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ଵୁ ସ୍ଥାପନ କରିବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରାମ କିଣାନୀୟଙ୍କ ଦେଶରେ ରହିଲେ ଏବଂ ଲୋଟ ଉପତ୍ୟକା ନଗରୀରେ ବାସ କଲେ। ଲୋଟ ଅଧିକରୁ ଅଧିକ ସଦୋମ ପାଖକୁ ତାଙ୍କର ଛାଉଣିକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ।