Genesis 13:14 — Compare Translations

5 translations compared side by side

Odia - 1840
"ଲୋଟ ଗଲାପରେ, ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭର ଚ଼ତୁପାଶର୍ବକୁ ଦେଖ, ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ଦେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;
Odia Bible ERV 2004 (ପବିତ୍ର ବାଇବଲ)
ଲୋଟ ଗଲାପରେ, ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ଚତୁର୍ପାର୍ଶ୍ୱକୁ ଦେଖ, ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ଦେଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;