Genesis 13:15 — Compare Translations

5 translations compared side by side

Odia - 1840
"ଯେଉଁ ସମସ୍ତ ଭୂମି ତୁମ୍ଭ ସମ୍ମୁଖ ରେ ତୁମ୍ଭେ ଚ଼ିରଦିନ ଦେଖୁଛ, ମୁଁ ତାହା ତୁମ୍ଭଙ୍କୁ ଓ ତୁମ୍ଭର ବଂଶଧରଙ୍କୁ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହି ଯେ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ସମସ୍ତ ଭୂମି ତୁମ୍ଭ ସମ୍ମୁଖରେ ତୁମ୍ଭେ ଚିରଦିନ ଦେଖୁଛ, ମୁଁ ତାହା ତୁମ୍ଭଙ୍କୁ ଓ ତୁମ୍ଭର ବଂଶଧରଙ୍କୁ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।
Odia IRV 2017 (ଓଡିଆ ବାଇବେଲ)
କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା।