Genesis 13:17 — Compare Translations
5 translations compared side by side
Odia - 1840
"ତେଣୁ ତୁମ୍ଭମାନେେ ୟାଅ ଏବଂ ସମସ୍ତ ଦେଶ ରେ ଭ୍ରମଣ କର। ବର୍ତ୍ତମାନ ମୁଁ ଏହା ତୁମ୍ଭକୁ ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଠ, ଏହି ଦେଶର ଦୀର୍ଘ ପ୍ରସ୍ଥରେ ଭ୍ରମଣ କର; ଯେଣୁ ଆମ୍ଭେ ତୁମ୍ଭକୁ ତାହା ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ଯାଅ ଏବଂ ସମସ୍ତ ଦେଶରେ ଭ୍ରମଣ କର। ବର୍ତ୍ତମାନ ମୁଁ ଏହା ତୁମ୍ଭକୁ ଦେଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଠ, ଏହି ଦେଶର ଦୀର୍ଘ ପ୍ରସ୍ଥରେ ଭ୍ରମଣ କର; ଯେଣୁ ଆମ୍ଭେ ତୁମ୍ଭକୁ ତାହା ଦେବା।”
Odia IRV 2017 (ଓଡିଆ ବାଇବେଲ)
ଉଠ, ଏହି ଦେଶର ଦୀର୍ଘ ପ୍ରସ୍ଥରେ ଭ୍ରମଣ କର; ଯେଣୁ ଆମ୍ଭେ ତୁମ୍ଭକୁ ତାହା ଦେବା।