Genesis 13:18 — Compare Translations

5 translations compared side by side

Odia - 1840
"ତେଣୁ ଅବ୍ରାମ ତାଙ୍କର ତମ୍ବୁକୁ ସ୍ଥାନାନ୍ତର କଲେ। ସେ ହିବ୍ରୋଣ ନିକଟସ୍ଥ ମମ୍ରି ରେ ଆଲୋନ୍ ବୃକ୍ଷମୂଳକୁ ୟାଇ ସଠାେରେ ବାସ କଲେ। ସହେି ସ୍ଥାନ ରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା ପାଇଁ, ଗୋଟିଏ ୟଜ୍ଞବଦେୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଅବ୍ରାମ ତମ୍ଵୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅବ୍ରାମ ତାଙ୍କର ତମ୍ବୁକୁ ସ୍ଥାନାନ୍ତର କଲେ। ସେ ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନବୃକ୍ଷମୂଳକୁ ଯାଇ ସେଠାରେ ବାସ କଲେ। ସେହି ସ୍ଥାନରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା ପାଇଁ, ଗୋଟିଏ ଯଜ୍ଞବେଦି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।