Genesis 13:4 — Compare Translations
5 translations compared side by side
Odia - 1840
"ସହେି ସ୍ଥାନ ରେ ପୂର୍ବରୁ ଅବ୍ରାମ ଏକ ୟଜ୍ଞବଦେୀ ନିର୍ମାଣ କରିଥିଲେ। ତେଣୁ ସଠାେରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦୀ ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ଥାନରେ ପୂର୍ବରୁ ଅବ୍ରାମ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ। ତେଣୁ ସେଠାରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
Recommended Reading