Genesis 13:5 — Compare Translations

5 translations compared side by side

Odia - 1840
"ସହେି ସମୟରେ ଲୋଟ ମଧ୍ଯ ଅବ୍ରାମଙ୍କ ସହିତ ୟାତ୍ରା କରୁଥିଲେ। ଲୋଟଙ୍କର ମଧ୍ଯ ମଷେ, ପଶୁପଲ ଓ ତମ୍ବୁ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ଵୁ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରାମ ଓ ଲୋଟଙ୍କର ବିଛିନ୍ନ ସେହି ସମୟରେ ଲୋଟ ମଧ୍ୟ ଅବ୍ରାମଙ୍କ ସହିତ ଯାତ୍ରା କରୁଥିଲେ। ଲୋଟଙ୍କର ମଧ୍ୟ ମେଷ, ପଶୁପଲ ଓ ତମ୍ବୁ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ବୁ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ବୁ ଥିଲା।