Genesis 13:6 — Compare Translations

5 translations compared side by side

Odia - 1840
"ଅବ୍ରାମ ଓ ଲୋଟଙ୍କର ବହୁତ ପଶୁ ଓ ତମ୍ବୁମାନ ଥିବାରୁ ସମାନେେ ସଠାେରେ ଆଉ ଏକତ୍ର ବାସ କରିବା ଉପଯୋଗୀ ହେଲାନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରାମ ଓ ଲୋଟଙ୍କର ବହୁତ ପଶୁ ଓ ତମ୍ବୁମାନ ଥିବାରୁ ସେମାନେ ସେଠାରେ ଆଉ ଏକତ୍ର ବାସ କରିବା ଉପଯୋଗୀ ହେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ।