Genesis 13:7 — Compare Translations
5 translations compared side by side
Odia - 1840
"ସହେି ସମୟରେ ସଠାେରେ କିଣାନୀଯ ଓ ପିରିଜୀଯ ଲୋକମାନେ ସଠାେରେ ବାସ କରୁଥିଲେ। ଅବ୍ରାମଙ୍କର ଓ ଲୋଟଙ୍କର ମଷେପାଳକମାନଙ୍କ ମଧିଅରେ ଝଗଡ଼ା ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା । ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପିରିଜୀୟ ଲୋକମାନେ ବାସ କରୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସେଠାରେ କିଣାନୀୟ ଓ ପିରିଜୀୟ ଲୋକମାନେ ବାସ କରୁଥିଲେ। ଅବ୍ରାମଙ୍କର ଓ ଲୋଟଙ୍କର ମେଷପାଳକମାନଙ୍କ ମଧ୍ୟରେ ଝଗଡ଼ା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ।