Genesis 13:8 — Compare Translations
5 translations compared side by side
Odia - 1840
"ତେଣୁ ଅବ୍ରାମ ଲୋଟଙ୍କୁ କହିଲେ, ତୁମ୍ଭେ ଆମ୍ଭ ମଧିଅରେ କଳହ ହବୋ ଉଚ଼ିତ ନୁହେଁ। ତୁମ୍ଭର ଲୋକ ଓ ମାେ ଲୋକ ମଧିଅରେ କଳହ ହବୋ ଠାକ୍ ନୁହେଁ କାରଣ ଆମ୍ଭମାନେେ ପରସ୍ପର ଭାଇ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅବ୍ରାମ ଲୋଟଙ୍କୁ କହିଲେ, “ତୁମ୍ଭ ଆମ୍ଭ ମଧ୍ୟରେ କଳହ ହେବା ଉଚିତ୍ ନୁହେଁ। ତୁମ୍ଭର ଲୋକ ଓ ମୋ’ ଲୋକ ମଧ୍ୟରେ କଳହ ହେବା ଠିକ୍ ନୁହେଁ କାରଣ ଆମ୍ଭେମାନେ ପରସ୍ପର ଭାଇ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।