Genesis 13:9 — Compare Translations

5 translations compared side by side

Odia - 1840
"ଏହା ଉତ୍ତମ ଯେ, ଆମ୍ଭେ ଅଲଗା ଭାବରେ ବାସ କରିବା ଉଚ଼ିତ୍। ତୁମ୍ଭର ଇଛା ଅନୁସାରେ ତୁମ୍ଭେ ସ୍ଥାନ ବାଛ। ତୁମ୍ଭେ ଯଦି ଉତ୍ତରକୁ ୟିବ ତବେେ ମୁଁ ଦକ୍ଷିଣକୁ ୟିବି। ତୁମ୍ଭେ ଯଦି ଦକ୍ଷିଣକୁ ୟିବ ତବେେ ମୁଁ ଉତ୍ତରକୁ ୟିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଦକ୍ଷିଣକୁ ଯାଏ; ନୋହିଲେ ତୁମ୍ଭେ ଦକ୍ଷିଣକୁ ଯାଅ, ମୁଁ ବାମକୁ ଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଉତ୍ତମ ଯେ, ଆମ୍ଭେ ଅଲଗା ଭାବରେ ବାସ କରିବା ଉଚିତ୍। ତୁମ୍ଭର ଇଚ୍ଛା ଅନୁସାରେ ତୁମ୍ଭେ ସ୍ଥାନ ବାଛ। ତୁମ୍ଭେ ଯଦି ଉତ୍ତରକୁ ଯିବ ତେବେ ମୁଁ ଦକ୍ଷିଣକୁ ଯିବି। ତୁମ୍ଭେ ଯଦି ଦକ୍ଷିଣକୁ ଯିବ ତେବେ ମୁଁ ଉତ୍ତରକୁ ଯିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼ ଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋ’ଠାରୁ ପୃଥକ୍ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।