Genesis 14:1 — Compare Translations

5 translations compared side by side

Odia - 1840
"ଶିନିଯରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରିଯୋକ ରାଜା ଥିଲେ। କଦର୍ଲାଯୋମର ଇଲାମର ରାଜା ଥିଲେଓ ଗୋଯିମର ତିଦିଯଲର ରାଜା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ ରାଜା ଓ ଏଲମର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,
Odia Bible ERV 2004 (ପବିତ୍ର ବାଇବଲ)
ଲୋଟ ବନ୍ଦୀ ହେଲେ ଶିନିୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରିୟୋକ ରାଜା ଥିଲେ। କଦର୍ଲାୟୋମର ଇଲାମର ରାଜା ଥିଲେ ଓ ଗୋୟିମର ତିଦିୟଲର ରାଜା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶିନୀୟରର ଅମ୍ରାଫଲ୍‍ ରାଜା ଓ ଇଲ୍ଲାସରର ଅରୀୟୋକ୍‍ ରାଜା ଓ ଏଲମ୍‍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶିନୀୟରର ଅମ୍ରାଫଲ୍‍ ରାଜା ଓ ଇଲ୍ଲାସରର ଅରୀୟୋକ୍‍ ରାଜା ଓ ଏଲମ୍‍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,