Genesis 14:10 — Compare Translations

5 translations compared side by side

Odia - 1840
"ସହେି ସୀଦ୍ଦୀମ ପଦା ରେ ମାଟିଆତୈଳର ଅନକେ ଗାତ ଥିଲା ଏବଂ ସଦୋମର ରାଜା ଓ ଗ ମାରୋର ରାଜା ପଳାଯନ କଲେ ଓ ସଠାେରେ ପଡ଼ିଗଲେ ଏବଂ ଅବଶିଷ୍ଟ ସୈନ୍ଯମାନେ ପର୍ବତକୁ ପଳାଇ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଗାତ ଥିଲା ସଦୋମର ରାଜା ଓ ଗମୋରାର ରାଜା ପଳାୟନ କଲାବେଳେ ସେଠାରେ ପଡ଼ିଗଲେ ଏବଂ ଅବଶିଷ୍ଟ ସୈନ୍ୟମାନେ ପର୍ବତକୁ ପଳାଇ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇଗଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ।