Genesis 14:11 — Compare Translations
5 translations compared side by side
Odia - 1840
"ଏଥିପାଇଁ ସମାନେେ ସଦୋମ ଓ ହ ମାରୋର ସମସ୍ତ ସମ୍ପତ୍ତି ଏବଂ ଭକ୍ଷ ଲୁଟିନଇେ ପଳାଇଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଏବଂ ଭକ୍ଷ୍ୟ ଲୁଟିନେଇ ପଳାଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ।