Genesis 14:13 — Compare Translations
5 translations compared side by side
Odia - 1840
"ସେତବେେଳେ ଜଣେ ପଳାତକ ଏବ୍ରୀଯ ଅବ୍ରାମଙ୍କୁ ସମାଚ଼ାର ଦଲୋ। ସହେି ସମୟରେ ଅବ୍ରାମ ଇଷ୍କୋଲର ଓ ଆନରରେ ଭ୍ରାତା ଇ ମାରେୀଯ ମମ୍ରିର ଆଲୋନ ବୃକ୍ଷମୂଳେ ବାସ କରୁଥିଲେ। ସମାନେେ ମଧ୍ଯ ଅବ୍ରାମଙ୍କର ସହାୟ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି ସେମାନେ ଅବ୍ରାମଙ୍କର ସହାୟ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଗ୍ଭର ଦେଲା। ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷମୂଳେ ବାସ କରୁଥିଲେ। ସେମାନେ ମଧ୍ୟ ଅବ୍ରାମଙ୍କର ସହାୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେର୍ର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି, ସେମାନେ ଅବ୍ରାମଙ୍କର ସହାୟ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି, ସେମାନେ ଅବ୍ରାମଙ୍କର ସହାୟ ଥିଲେ।