Genesis 14:15 — Compare Translations

5 translations compared side by side

Odia - 1840
"ସହେି ରାତ୍ରି ରେ ସିଏ ଓ ତାଙ୍କର ସୈନ୍ଯମାନେ ସମସ୍ତେ ମିଶି ତାଙ୍କର ଶତୃମାନଙ୍କ ବିରୁଦ୍ଧ ରେ ଅତର୍କିତ ଆକ୍ରମଣ କଲେ। ସମାନେେ ତାଙ୍କୁ ପରାସ୍ତ କରି ତାଙ୍କୁ ଗୋଡ଼ଇେ ଗୋଡ଼ଇେ ଦମ୍ମସକରେ ଉତ୍ତର ସ୍ଥିତ ହାବୋ ପର୍ୟ୍ଯନ୍ତ ଗୋଡ଼ାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରି କାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି ଦମ୍ମେସକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାତ୍ରିରେ ସିଏ ଓ ତାଙ୍କର ସୈନ୍ୟମାନେ ସମସ୍ତେ ମିଶି ତାଙ୍କର ଶତ୍ରୁମାନଙ୍କ ବିରୁଦ୍ଧରେ ଅତର୍କିତ ଆକ୍ରମଣ କଲେ। ସେମାନେ ତାଙ୍କୁ ପରାସ୍ତ କରି ଗୋଡ଼େଇ ଗୋଡ଼େଇ ଦମ୍ମେସକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ଗୋଡ଼ାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରିକାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରି କାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ।