Genesis 14:16 — Compare Translations

5 translations compared side by side

Odia - 1840
"ଏହାପରେ ସେ ତାଙ୍କର ଭାତୃ ପୁତ୍ର ଲୋଟ ତାଙ୍କର ସମ୍ପତ୍ତି ପୁଣି ସ୍ତ୍ରୀଗଣ ଏବଂ ସୈନ୍ଯଗଣଙ୍କୁ ବାହୁଡ଼ାଇ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ତାଙ୍କର ଭାତୃପୁତ୍ର ଲୋଟ ତାଙ୍କର ସମ୍ପତ୍ତି ପୁଣି ସ୍ତ୍ରୀଗଣ ଏବଂ ସୈନ୍ୟଗଣଙ୍କୁ ବାହୁଡ଼ାଇ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ।