Genesis 14:17 — Compare Translations

5 translations compared side by side

Odia - 1840
"ତା'ପରେ ଅବ୍ରାମ କଦର୍ଲାଯୋମରକୁ ଓ ତାଙ୍କର ସହାୟ ରାଜାଗଣଙ୍କୁ ଜଯ କରି ବାହୁଡ଼ିବା ପରେ ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍ ରାଜାର ପଦାକୁ ଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍, ରାଜାର ପଦାକୁ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣଙ୍କୁ ଜୟ କରି ବାହୁଡ଼ିବା ପରେ ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍ ରାଜାର ପଦାକୁ ଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍‍, ରାଜାର ପଦାକୁ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍‍, ରାଜାର ପଦାକୁ ଗମନ କଲେ।