Genesis 14:18 — Compare Translations
5 translations compared side by side
Odia - 1840
"ଶାଲମର ରାଜା ମଲ୍କୀଷଦକେ ଅବ୍ରାହାମକୁ ସାକ୍ଷାତ କରିବା ପାଇଁ ଗଲେ। ସେ ସର୍ବୋପରିସ୍ଥ ପରମେଶ୍ବରଙ୍କର ଯାଜକ। ମଲକୀଷଦକେ ରୋଟୀ ଓ ଦ୍ରାକ୍ଷାରସ ଘନେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଲମର ରାଜା ମଲ୍କୀଷେଦକ ରୋଟୀ ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଯାଜକ;
Odia Bible ERV 2004 (ପବିତ୍ର ବାଇବଲ)
ମଲ୍କୀଷେଦକ ଶାଲମର ରାଜା ମଲ୍କୀଷେଦକ ଅବ୍ରାମଙ୍କୁ ସାକ୍ଷାତ କରିବା ପାଇଁ ଗଲେ। ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ। ମଲ୍କୀଷେଦକ ରୋଟୀ ଓ ଦ୍ରାକ୍ଷାରସ ଘେନି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଲେମ୍ର ରାଜା ମଲ୍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାଲେମ୍ର ରାଜା ମଲ୍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ;