Genesis 14:19 — Compare Translations

5 translations compared side by side

Odia - 1840
"ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, ଅବ୍ରାମ ସ୍ବର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ବରଙ୍କର ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, ଅବ୍ରାମ ସ୍ଵର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଆଶୀର୍ବାଦପାତ୍ର ହେଉନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ-ପାତ୍ର ହେଉନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦପାତ୍ର ହେଉନ୍ତୁ;