Genesis 14:2 — Compare Translations
5 translations compared side by side
Odia - 1840
"ଏହି ସମସ୍ତ ରାଜାଗଣ ମିଳିତଭାବେ ସଦୋମର ରାଜା ବିରା, ହ ମାରେର ରାଜା ବିର୍ଶା, ଅଦ୍ମାର ରାଜା ଶିନାବ୍ ଓ ସବୋଯିମର ରାଜା ଶିମବରେ ଓ ବିଲାର, ସୋଯରର ରାଜାଙ୍କ ସହିତ ୟୁଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ସଦୋମର ରାଜା ବିରା ଓ ହମୋରାର ରାଜା ବିର୍ଶା ଓ ଅଦ୍ମାର ରାଜା ଶିନାବ୍ ଓ ସବୋୟିମର ରାଜା ଶିମେବର ଓ ବିଲାର, ଅର୍ଥାତ୍, ସୋୟରର ରାଜା ସହିତ ଯୁଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମସ୍ତ ରାଜାଗଣ ମିଳିତଭାବେ ସଦୋମର ରାଜା ବିରା, ହମୋରାର ରାଜା ବିର୍ଶା, ଅଦ୍ମାର ରାଜା ଶିନାବ୍ ଓ ସବୋୟିମର ରାଜା ଶିମେବର ଓ ବିଲାର, ସୋୟରର ରାଜାଙ୍କ ସହିତ ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ସଦୋମର ରାଜା ବିରା ଓ ହମୋରାର ରାଜା ବିର୍ଶା ଓ ଅଦ୍ମାର ରାଜା ଶିନାବ୍ ଓ ସବୋୟୀମର ରାଜା ଶିମେବର ଓ ବିଲାର, ଅର୍ଥାତ୍, ସୋୟରର ରାଜା ସହିତ ଯୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ସଦୋମର ରାଜା ବିରା ଓ ହମୋରାର ରାଜା ବିର୍ଶା ଓ ଅଦ୍ମାର ରାଜା ଶିନାବ୍ ଓ ସବୋୟୀମର ରାଜା ଶିମେବର ଓ ବିଲାର, ଅର୍ଥାତ୍, ସୋୟରର ରାଜା ସହିତ ଯୁଦ୍ଧ କଲେ।