Genesis 14:20 — Compare Translations

5 translations compared side by side

Odia - 1840
"ସର୍ବୋପରିସ୍ଥ ପରମେଶ୍ବର ଧନ୍ଯ ହୁଅନ୍ତୁ ୟିଏ ତୁମ୍ଭର ଶତୃଗଣଙ୍କୁ ତୁମ୍ଭ ହସ୍ତ ରେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବୋପରିସ୍ଥ ପରମେଶ୍ଵର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ । ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହୁଅନ୍ତୁ ଯିଏ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ଦେଲେ।” ଏବଂ ଅବ୍ରାମ ଯୁଦ୍ଧରୁ ନେଇଥିବା ସବୁ ଦ୍ରବ୍ୟର ଏକ ଦଶମାଂଶ ତାଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।