Genesis 14:21 — Compare Translations

5 translations compared side by side

Odia - 1840
"ଏହାପରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ ମାତ୍ର ମନୁଷ୍ଯସକଳ ଆମ୍ଭକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦୋମର ରାଜା ଅବ୍ରାମଙ୍କୁ କହିଲେ, ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟସକଳ ଆମ୍ଭଙ୍କୁ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ ମାତ୍ର ମନୁଷ୍ୟସକଳ ଆମ୍ଭକୁ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟ ସକଳ ଆମ୍ଭଙ୍କୁ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟ ସକଳ ଆମ୍ଭଙ୍କୁ ଦିଅ।”