Genesis 14:22 — Compare Translations

5 translations compared side by side

Odia - 1840
"କିନ୍ତୁ ଅବ୍ରାମ ସଦୋମର ରାଜାଙ୍କୁ ଉତ୍ତର ଦଇେ କହିଲେ, ମୁଁ ସ୍ବର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ହସ୍ତ ଉଠାଇ କହିଅଛି ଯେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, ମୁଁ ସ୍ଵର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅବ୍ରାମ ସଦୋମର ରାଜାଙ୍କୁ ଉତ୍ତର ଦେଇ କହିଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,