Genesis 14:23 — Compare Translations
5 translations compared side by side
Odia - 1840
"ମୁଁ ପ୍ରତିଜ୍ଞା କରିଛି ଯେ ମୁଁ ତୁମ୍ଭର କିଛି ରଖିବୀ ନାହିଁ। ଏପରିକି ତୁମ୍ଭ ପାଖ ରେ ଥିବା ସୂତା କିମ୍ବା ଜୋତାର ବନ୍ଧନୀ ମଧ୍ଯ ନବେି ନାହିଁ। ମୁଁ ତୁମ୍ଭକୁ କହିବାକୁ ଚା ହେଁ ନାହିଁ, 'ମୁଁ ଅବ୍ରାମଙ୍କୁ ଧନି କରିଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ତିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରତିଜ୍ଞା କରିଛି ଯେ ମୁଁ ତୁମ୍ଭର କିଛି ରଖିବି ନାହିଁ। ଏପରିକି ତୁମ୍ଭ ପାଖରେ ଥିବା ସୂତା କିମ୍ବା ଜୋତାର ବନ୍ଧନୀ ମଧ୍ୟ ନେବି ନାହିଁ। ମୁଁ ତୁମ୍ଭକୁ କହିବାକୁ ଗ୍ଭହେଁ ନାହିଁ, ‘ମୁଁ ଅବ୍ରାମଙ୍କୁ ଧନି କରିଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ‘ଆମ୍ଭେ ଅବ୍ରାମଙ୍କୁ ଧନବାନ କରିଅଛୁ।’
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ।