Genesis 14:24 — Compare Translations

5 translations compared side by side

Odia - 1840
"କବଳେ ମାରେ ୟୁବକମାନେ ଯାହା ଭୋଜନ କରି ଅଛନ୍ତି ତାହା ନବେି। ପୁଣି ମାହେର ଯେଉଁ ସହାୟକଗଣ ସଙ୍ଗ ରେ ୟାଇଥିଲେ ସମାନେେ ଅର୍ଥାତ୍ ଆନରେ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ଯ ଗ୍ରହଣ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ମୋହର ଯୁବା ଲୋକମାନେ ଯାହା ଭୋଜନ କରିଅଛନ୍ତି, ତାହା ନେବି, ପୁଣି ମୋହର ଯେଉଁ ସହାୟଗଣ ସଙ୍ଗରେ ଯାଇଥିଲେ, ସେମାନେ, ଅର୍ଥାତ୍, ଆନେର ଓ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ତବ୍ୟ ଭାଗ ଗ୍ରହଣ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ମୋର ଯୁବକମାନେ ଯାହା ଭୋଜନ କରିଅଛନ୍ତି ତାହା ନେବି। ପୁଣି ମୋହର ଯେଉଁ ସହାୟକଗଣ ମୋ’ ସଙ୍ଗରେ ଯାଇଥିଲେ ସେମାନେ ଅର୍ଥାତ୍ ଆନେର ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ୟ ଗ୍ରହଣ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ମୋହର ଯୁବା ଲୋକମାନେ ଯାହା ଭୋଜନ କରିଅଛନ୍ତି, ତାହା ନେବି, ପୁଣି, ମୋହର ଯେଉଁ ସହାୟଗଣ ସଙ୍ଗରେ ଯାଇଥିଲେ, ସେମାନେ, ଅର୍ଥାତ୍‍, ଆନେର୍‍ ଓ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ତବ୍ୟ ଭାଗ ଗ୍ରହଣ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
କେବଳ ମୋହର ଯୁବା ଲୋକମାନେ ଯାହା ଭୋଜନ କରିଅଛନ୍ତି, ତାହା ନେବି, ପୁଣି, ମୋହର ଯେଉଁ ସହାୟଗଣ ସଙ୍ଗରେ ଯାଇଥିଲେ, ସେମାନେ, ଅର୍ଥାତ୍‍, ଆନେର୍ ଓ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ତବ୍ୟ ଭାଗ ଗ୍ରହଣ କରନ୍ତୁ।”