Genesis 14:3 — Compare Translations
5 translations compared side by side
Odia - 1840
"ଏହି ସମସ୍ତ ରାଜାମାନେ ସମାନଙ୍କେର ସୈନ୍ଯମାନଙ୍କୁ ସୀଦ୍ଦୀମ ଉପତ୍ୟକା ରେ ଉପସ୍ଥିତ କରାଇଲେ। ସହେି ସୀଦ୍ଦୀମ ଉପତ୍ୟକା ବର୍ତ୍ତମାନ ଲବଣ ସମୁଦ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମସ୍ତ ରାଜାମାନେ ସେମାନଙ୍କର ସୈନ୍ୟମାନଙ୍କୁ ସୀଦ୍ଦୀମ ଉପତ୍ୟକାରେ ଉପସ୍ଥିତ କରାଇଲେ। ସେହି ସୀଦ୍ଦୀମ ଉପତ୍ୟକା ବର୍ତ୍ତମାନ ଲବଣ ସମୁଦ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ।