Genesis 14:4 — Compare Translations

5 translations compared side by side

Odia - 1840
"ଏହି ରାଜାମାନେ ବାରବର୍ଷ ପର୍ୟ୍ଯନ୍ତ କଦର୍ଲାଯୋମର ରାଜାଙ୍କର ବଶୀଭୂତ ରହି ତ୍ରଯୋଦଶ ବର୍ଷ ରେ ତାଙ୍କର ବିଦ୍ରୋହି ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେମାନେ ବାର ବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହୀ ହୋଇଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଏହି ରାଜାମାନେ ବାରବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହି ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେମାନେ ବାର ବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହୀ ହୋଇଥିଲେ,
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସେମାନେ ବାର ବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହୀ ହୋଇଥିଲେ,