Genesis 14:5 — Compare Translations
5 translations compared side by side
Odia - 1840
"ଏହିପରି ଚତୁର୍ଦ୍ଦଶ ବର୍ଷ ରେ କଦର୍ଲାଯୋମର ରାଜା ଓ ୟୋଉଁ ରାଜାମାନେ ତାଙ୍କ ସହିତ ଥିଲେ ଆସି ଅସ୍ତରୋତ୍କର୍ଣ୍ଣଯିମ ରେ ରଫାଯୀମ ଲୋକମାନଙ୍କୁ ଏବଂ ହମ ରେ ସୁଷୀଯ ଲୋକମାନଙ୍କୁ ପରାସ୍ତ କଲେ। ଶାବିକିରିଯାଥଯିମ ରେ ଏମୀଯ ଲୋକମାନଙ୍କୁ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜଗଣ ଆସି ଅସ୍ତରୋତ୍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବିକିରୀୟାଥୟିମରେ ଏମୀୟ ଲୋକମାନଙ୍କୁ,
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ଯେଉଁ ରାଜାମାନେ ତାଙ୍କ ସହିତ ଥିଲେ ଆସି ଅସ୍ତରୋତ୍କର୍ଣ୍ଣୟିମରେ ରଫାୟୀମ ଲୋକମାନଙ୍କୁ ଏବଂ ହମରେ ସୁଷୀୟ ଲୋକମାନଙ୍କୁ ପରାସ୍ତ କଲେ। ଶବିକିରିୟାଥୟିମରେ ଏମୀୟ ଲୋକମାନଙ୍କୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅସ୍ତରୋତ୍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମ୍ରେ ଏମୀୟ ଲୋକମାନଙ୍କୁ,
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅଷ୍ଟରୋତ୍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମରେ ଏମୀୟ ଲୋକମାନଙ୍କୁ,