Genesis 14:6 — Compare Translations
5 translations compared side by side
Odia - 1840
"ପ୍ରାନ୍ତର ନିକଟସ୍ଥ ଏଲ୍ପାରଣ ପର୍ୟ୍ଯନ୍ତ ସଯେୀର ପର୍ବତ ନିବାସୀ ହୋରୀଯ ଲୋକମାନଙ୍କୁ ଜଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ପ୍ରାନ୍ତର ନିକଟସ୍ଥ ଏଲପାରଣ ପର୍ଯ୍ୟନ୍ତ ସେୟୀର ପର୍ବତନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାନ୍ତର ନିକଟସ୍ଥ ଏଲ୍ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତ ନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ପ୍ରାନ୍ତର ନିକଟସ୍ଥ ଏଲ-ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତ ନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଓ ପ୍ରାନ୍ତର ନିକଟସ୍ଥ ଏଲ-ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ।