Genesis 14:7 — Compare Translations

5 translations compared side by side

Odia - 1840
"ଏବାପରେ ରାଜା କଦର୍ଲାଯୋମର ସଠାରୁେ ଫରେି ଐଣ୍ମିସ୍ପଟ୍ ଅର୍ଥାତ କାଦେଶକୁ ୟାଇ ଅମାଲାକୀଯ ଲୋକମାନଙ୍କୁ ସମସ୍ତ ଦେଶ ଏବଂ ହତ୍-ସସୋନ୍ ତାମର ନିବାସୀ ଇ ମାରେୀଯ ଲୋକମାନଙ୍କୁ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ସେ ସ୍ଥାନରୁ ବାହୁଡ଼ି ଐଣ୍ମିସ୍ପଟ୍, ଅର୍ଥାତ୍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ-ସସୋନ୍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଜା କଦର୍ଲାୟୋମଠାରୁ ଫେରି ଐ‌ଣ୍‌ମି‌ସ୍‌ପଟ୍ ଅର୍ଥାତ କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଏବଂ ହତ୍-ସସୋନ୍ ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍‍ମିସ୍‍ପଟ୍‍, ଅର୍ଥାତ୍‍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍‍-ସସୋନ୍‍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍‍ମିସ୍‍ପଟ୍‍, ଅର୍ଥାତ୍‍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍‍-ସସୋନ୍‍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।