Genesis 14:8 — Compare Translations

5 translations compared side by side

Odia - 1840
"ସହେି ସମୟରେ ସଦୋମର ରାଜା, ହ ମାରେର ରାଜା, ଅଦ୍ମାର ରାଜା, ସବୋଯିମର ରାଜା ଓ ବଲାର ଅର୍ଥାତ୍ ସୋଯ ରେ ରାଜା ଏହି ପାଞ୍ଚ ରାଜା ଏବଂ ତାଙ୍କର ସୈନ୍ଯଗଣ ଏକତ୍ରିତ ହେଲେ। ସମାନେେ ସୀଦ୍ଦୀମ ଉପତ୍ୟକାକୁ ୟୁଦ୍ଧ କରିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟିମର ରାଜା ଓ ବିଲାର, ଅର୍ଥାତ୍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ,
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସଦୋମର ରାଜା, ହମୋରାର ରାଜା, ଅଦ୍ମାର ରାଜା, ସବୋୟିମର ରାଜା ଓ ବଲାର ଅର୍ଥାତ୍ ସୋୟର ରାଜା ଏହି ପାଞ୍ଚ ରାଜା ଏବଂ ତାଙ୍କର ସୈନ୍ୟଗଣ ଏକତ୍ରିତ ହେଲେ। ସେମାନେ ସୀଦ୍ଦୀମ ଉପତ୍ୟକାକୁ ଯୁଦ୍ଧ କରିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟୀମର ରାଜା ଓ ବିଲାର, ଅର୍ଥାତ୍‍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ,
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟୀମର ରାଜା ଓ ବିଲାର, ଅର୍ଥାତ୍‍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ,