Genesis 14:9 — Compare Translations
5 translations compared side by side
Odia - 1840
"ସମାନେେ ଏଲମର ରାଜା କଦର୍ଲାଯୋମର ଓ ଗୋଯିମର ତିଦିଯଲର ରାଜା ଓ ଶିନିଯରର ଅମ୍ରାଫଲ୍ର ରାଜା ଓ ଇଲ୍ଲାସରର ରାଜା। ଏହି ଚ଼ାରି ଜଣ ରାଜା ପାଞ୍ଚଙ୍କ ବିରୁଦ୍ଧ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଲମର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ ରାଜା ଓ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଏଲମର ରାଜା କଦର୍ଲାୟୋମର ଓ ଗୋୟିମର ତିଦିୟଲର ରାଜା ଓ ଶିନିୟରର ଅମ୍ରାଫଲ୍ର ରାଜା ଓ ଇଲ୍ଲାସରର ରାଜା। ଏହି ଗ୍ଭରି ଜଣ ରାଜା ପାଞ୍ଚ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଲମ୍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜା ଓ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ୍ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏଲମ୍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜା ଓ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ୍ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ।