Genesis 15:1 — Compare Translations
5 translations compared side by side
Odia - 1840
"ଏହି ସବୁ ଘଟିୟିବା ପରେ ସଦାପ୍ରଭୁଙ୍କର ବାକ୍ଯ ଦର୍ଶନ ରେ ଅବ୍ରାମ ନିକଟକୁ ଆସିଲେ। ଏହା କହି, ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ଵାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢ଼ାଲ ଓ ମହାପୁରସ୍କାରସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ଅବ୍ରାମଙ୍କ ସହିତ ଚୁକ୍ତି ଏହିସବୁ ଘଟିଯିବା ପରେ ସଦାପ୍ରଭୁଙ୍କର ବାକ୍ୟ ଦର୍ଶନରେ ଅବ୍ରାମ ନିକଟକୁ ଆସିଲା। ଏହା କହି, “ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”
Odia IRV 2017 (ଓଡିଆ ବାଇବେଲ)
ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”