Genesis 15:10 — Compare Translations

5 translations compared side by side

Odia - 1840
"ସେ ସେସବୁକୁ ସେ ପରମେଶ୍ବରଙ୍କ ନିକଟକୁ ଆଣିଲେ ଏବଂ ଦୁଇ ଖଣ୍ଡ କରି କାଟିଲେ, ଏବଂ ସଗେୁଡ଼ିକ ଦୁଇ ଧାଡ଼ି ରେ ରଖି ପ୍ରେତ୍ୟକକ ଅଧାର ଉପରେ ଆଉ ଅଧା ୟୁକ୍ତି ଚ଼ିହ୍ନ ଭାବରେ ରଖିଲେ। କିନ୍ତୁ ସେ ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ତ କରି ଖଣ୍ତକ ଆଗରେ ଅନ୍ୟ ଖଣ୍ତ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ତ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସବୁକୁ ସେ ପରମେଶ୍ୱରଙ୍କ ନିକଟକୁ ଆଣିଲେ ଏବଂ ଦୁଇ ଖଣ୍ଡ କରି କାଟିଲେ, ଏବଂ ସେଗୁଡ଼ିକ ଦୁଇ ଧାଡ଼ିରେ ରଖି ପ୍ରତ୍ୟେକ ଅଧାର ଉପରେ ଆଉ ଅଧା ଯୁକ୍ତ ଚିହ୍ନ ଭାବରେ ରଖିଲେ। କିନ୍ତୁ ସେ ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ।